MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ।

୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରୁ ସିଧାସଳଖ ଯିବେ ରାଜଭବନ ସେଠାରେ ରାତ୍ରୀଯାପନ କରିବେ । ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସରେ ହେବେ ସାମିଲ । ସକାଳ ୯ଟା ୪୫ରେ ରାଜଭବନରୁ ବାହାରିବେ, ୯ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ । ଦେଢଘଣ୍ଟା ଧରି ଜନତା ମଇଦାନରେ ରହିବେ । ୧୦ଟାରୁ ୧୧ଟା ୩୦ ଯାଏଁ ପ୍ରବାସୀ ଭାରତୀୟ ଦିବସରେ ସାମିଲ । ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ପାଳିତ ହେବ ପ୍ରବାସୀ ଭାରତୀୟ ଦିବସ । ଏଥିରେ ପ୍ରାୟ ୭ ହଜାର ଅତିଥି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।