MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ ।

ନୀତିକାନ୍ତି ପାଇଁ ୪ ଦିନ ବନ୍ଦ ରହିଥିଲା ମରାମତି କାମ । ପୁଷ୍ୟାଭିଷେକ ନୀତି, ମକର ସଂକ୍ରାନ୍ତି, ସୁନାବେଶ, ନବାଙ୍କ ବେଶ ଭଳି ବିଭିନ୍ନ ନୀତି ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା ମନ୍ଦିର ପ୍ରଶାସନ । ଜାନୁଆରୀ ୧୨ରୁ ୧୫ ତାରିଖ ପର୍ୟ୍ୟନ୍ତ ମରାମତି କାମ ବନ୍ଦ ରହିଥିଲା । ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାମ ସରିଥିବା ବେଳେ ଆଜି ପଥର ରିପ୍ଲେସମେଣ୍ଟ କାର୍ୟ୍ୟ ଜାରି ରହିବ। ପ୍ରଥମେ ଭର୍ଟିକାଲ୍ କ୍ରାକ୍ସ ଓ ପରେ ଚଟାଣରେ ଥିବା ମୂଷା ଗାତ ମରାମତି କାର୍ୟ୍ୟ କରାଯିବ ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।