ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକ ଡାକ୍ତର ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ଖୋର୍ଦ୍ଧା ଅଞ୍ଚଳରେ ଏଚଏମପିଭି ରୋଗୀ ଚିହ୍ନଟ ଗୁଜବ । କୌଣସି ଏଚଏମପିଭି ସଂକ୍ରମତି ହୋଇଥିବା ରିପୋର୍ଟ ଆସିନି । ଭୟଭୀତ ହେବାର ଆବଶ୍ୟକତା ନାହିଁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ଯେତିକି ନମୁନା ଏଚଏ,ପିଭି ପରୀକ୍ଷା ପାଇଁ ଯାଇଛି, ସବୁ ନେଗେଟିଭ ଆସିଛି । ଭୟଭୀତ ହେବାର ଆବଶ୍ୟକତା ନାହିଁ । ସାଧାରଣ ଥଣ୍ଡା ଜ୍ୱର ଭଳି ଏହାର ଲକ୍ଷଣ । ଏହି ସିଜିନରେ ସାଧାରଣ ଭାବେ ଥଣ୍ଡା ଜ୍ବର ହୁଏ, କିନ୍ତୁ ରୋଗୀ ସଂଖ୍ୟା ଏତେ ଅଧିକ ହୋଇନାହିଁ, ତେଣୁ ଭୟ କରିବାର ଆବଶ୍ୟକତା ନାହିଁ । ଭାଇରସକୁ ନେଇ ବ୍ୟସ୍ତ ନହେବାକୁ ପରାମର୍ଶ ଦିଆଯାଇଛି । ସ୍ବାସ୍ଥ୍ୟ ବିଭାଗ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ଏହା ଉପରେ କଡା ନଜର ରଖିଛନ୍ତି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ
କୃଷି ଓ ମୃତ୍ତିକା ସମ୍ପର୍କରେ ସଚେତନତା ଓ ତାଲିମ ଶିବିର ଅନୁଷ୍ଠିତ।