February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଲକ୍ଷାଧିକ ଟଙ୍କାର ବାଣ ସହ ତିନି ଗିରଫ

ମୋ ଟିଭି ଓଡିଶା / ଗଞ୍ଜାମ :

ଦୀପାବଳି ରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବା ଲାଗି ପୋଲିସ ପକ୍ଷରୁ ବଡ ଧରଣର ଚଢ଼ାଉ କରାଯାଇଛି l

ଆଜି ସକାଳୁ ସକାଳୁ ଗଞ୍ଜାମ ଜିଲ୍ଲା ଆସିକା ଥାନା ନଳବଣ୍ଟା ଗ୍ରାମରେ କୋଟିନଡା ଓ ଆସିକା ଥାନା ପୋଲିସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି l

ଚଢ଼ାଉ ରେ ଦଶଲକ୍ଷରୁ ଉର୍ଦ୍ଧ ଟଙ୍କାର ବିଭିନ୍ନ ପ୍ରକାର ର ବାଣ, ବାଣ ପ୍ରସ୍ତୁତ ସରଞ୍ଜାମ , ଗୋଟିଏ ଅଟୋ ସହ ତିନିଜଣ ଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଆସିକା ଏସଡିପିଓ l

ତେବେ ଗଞ୍ଜାମ ଜିଲ୍ଲାରେ ବାଣ ପ୍ରସ୍ତୁତ ପାଇଁ ନଳବଣ୍ଟା ଗ୍ରାମ ପରିଚିତ ଥିବା ବେଳେ ଦୀପାବଳି ପୂର୍ବରୁ ଗ୍ରାମର ବିଭିନ୍ନ ବାଣ ପ୍ରସ୍ତୁତ ସ୍ଥାନ ଓ ଗୋଦାମ ରେ ପୋଲିସ ଚଢ଼ାଉକରୀ ସଫଳତା ପାଇଛି l
ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋଟ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।