MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ। କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 5 ରୁ ରାତି 10 ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ନିଆଯାଇଛି। ନୂଆବର୍ଷ ସାଙ୍ଗକୁ ଏବେ ନାନା ପର୍ବ ପର୍ବାଣି ଏବଂ ମକର ସଂକ୍ରାନ୍ତି ଥିବାରୁ ଶ୍ରୀମନ୍ଦିରରେ ଅନେକ ଶ୍ରାଦ୍ଧଳୁଙ୍କର ଭିଡ଼ ଲାଗୁଛି। ତେଣୁ ମହାପ୍ରଭୁଙ୍କର ରୀତିନୀତି ପାଇଁ 5 ଘଣ୍ଟା ଦର୍ଶନ ବନ୍ଦ ହେଲେ ଅନେକ ଭକ୍ତଙ୍କୁ ନିରାଶ ହେଇ ଫେରିବାକୁ ପଡିପାରେ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।