MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା ସପ୍ତାହରେ ପୁଣି ବିଜେପିର ଟପ୍ ଥ୍ରୀ ଲିଡରଙ୍କ ଓଡ଼ିଶା ଗସ୍ତ

ମୋଟିଭି ଓଡିଶା : ଆସନ୍ତା ସପ୍ତାହରେ ପୁଣି ବିଜେପିର ଟପ୍ ଥ୍ରୀ ଲିଡରଙ୍କ ଓଡ଼ିଶା ଗସ୍ତ । ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। ୨୦ ତାରିଖ ସକାଳେ ପ୍ରଧାନମନ୍ତ୍ରୀ ପୁରୀରେm ୨୦ରେ ପିଏମ୍ ମୋଦି । ୩ ନେତା ୩ଟି ଲେଖାଏଁ ଲୋକସଭା କ୍ଷେତ୍ରରେ କରିବେ ପ୍ରଚାର । ମୁଖ୍ୟମନ୍ତ୍ରୀ ଲଢୁଥିବା ଦୁଇ ସିଟ୍‌ରେ ଦୁଇ ହେଭିୱେଟ ଶାହ ଏବଂ ନଡ୍ଡା କରିବେ ସମାବେଶ । ହଞ୍ଜିଳିରେ ଅମିତ ଶାହ ଓ କଣ୍ଟାବାଞ୍ଜି ସମାବେଶରେ ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୫ରେ ଅମିତ ଶାହ, ଓଡ଼ିଶା ଗସ୍ତରେ ଆସି ହିଞ୍ଜିଳି ସହ ରାଉରକେଲା ଓ ଗଞ୍ଜାମର ସୋରଡାରେ ଜନସଭା କରିବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।