MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟ୍ରାଫିକ ପୋଲିସଙ୍କୁ ପିଟି ଦେଇ ପଳେଇଲା…

ମୋ ଟିଭି ଭୁବନେଶ୍ୱର :

ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ମୃତ୍ୟୁ ବରଣ କଲେ ଟ୍ରାଫିକ କର୍ମଚାରୀ । ଡ୍ୟୁଟି ସାରି ଫେରୁଥିବା ବେଳେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦ୍ରୁତ ଗତିରେ ଧକ୍କା ଦେଇ ଫେରାର ହୋଇଯାଇଛି ଦୁର୍ଘଟଣା ଘଟାଇଥିବା ଗାଡି । ଟ୍ରାଫିକ ପୋଲିସ ଜଣଙ୍କ ୟୁନିଫର୍ମ ରେ ଥିବା ବେଳେ ସେ ଚଲାଉଥିବା ପଲସର ଗାଡି ମଧ୍ୟ ଘଟଣାସ୍ଥଳରେ ପଡିଛି । ରାତି ପ୍ରାୟ ୧୦ ଟା ୩୦ ବେଳେ ଘଟିଛି ଏହି ଦୁର୍ଘଟଣା। ଖବର ପାଇ ପିସିଆର ଘଟଣାସ୍ଥଳରେ ପହଁଚି ଛାନଭିନ ଆରମ୍ଭ କରିଛି । ସିସିଟିଭି ଆଧାର ରେ ଦୁର୍ଘଟଣା ଘଟାଇଥିବା ଗାଡିକୁ ଖୋଜୁଛି ପୋଲିସ।

ଟ୍ରାଫିକ ସମସ୍ୟା ଓ ଦୁର୍ଘଟଣା ଯେମିତି ପ୍ରତିଦିନ ରାଜଧାନୀରେ ବଢି ବଢି ଚାଲିଛି ।  ସେପଟେ ରାଜଧାନୀରେ ଦିନକୁ ଦିନ ବଢୁଛି ଟ୍ରାଫିକ ସମସ୍ୟା । ଗତକାଲି ମାତ୍ର ବର୍ଷାରେ ପୁରା ଭୁବନେଶ୍ୱର ଟ୍ରାଫିକ୍ ଜାମ୍ ସମସ୍ୟା ଦେଖିବାକୁ ମିଳିଥିଲା । ପରିସ୍ଥିତି ସୁଧୁରିବା ବଦଳରେ ସମସ୍ୟା ବଢି ବଢି ଯାଉଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।