MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ବିଦ୍ୟୁତ ସଂସ୍ପର୍ଶରେ  ଦୁଇ ଗାଈ ମୃତ ଅଭିଯୋଗ।


ମୋଟିଭି ଓଡିଶା / କଳାହାଣ୍ଡି:୦୬/୦୬


କାଳବୈଶାଖୀ ପ୍ରଭାବ ରେ ଓହଳି ପଡିଥିବା ଉଚ୍ଚ ଶକ୍ତି ବିଦ୍ୟୁତ ତାର ଛିଣ୍ଡି ପଡିବାରୁ ତାର ର ଉଚ୍ଚ ବିଦ୍ୟୁତ ସଂସ୍ପର୍ଶରେ ଆସି କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଶିଉନି ରୁ ପାତ୍ରବସା କୁ ସଂଯୋଗ କରୁଥିବା କେନାଲ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟ ରୁ ବିଦ୍ୟୁତ ତାର ରେ ଲାଗି ଚରିବାକୁ ଯାଇଥିବା ଶିଉନି ଗ୍ରାମ ର ଚାଷି ପୃଥ୍ୱୀରାଜ ବେହେରା ଙ୍କ ଦୁଇଟି ଦୁଧିଆଳି ଗାଈ ଙ୍କ ଶୋଚନୀୟ ମୃତ୍ୟୁ ହୋଇଛି। ବିଦ୍ୟୁତ ବିଭାଗ ର ଅବହେଳା ଯୋଗୁଁ ଏଭଳି ଅଘଟଣ ହୋଇଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ଚାଷି ପୃଥ୍ୱୀରାଜ ବେହେରା ଦୁଇ ଗାଈ ରୁ କ୍ଷୀର ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଦୁଇଟି ଗାଈ ର ଶୋଚନୀୟ ମୃତ୍ୟୁ ରେ ଭାଙ୍ଗି ପଡିଛନ୍ତି।ବିଦ୍ୟୁତ ବିଭାଗ ଚାଷି ଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।