MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଜ୍ରାଘାତ ରେ ଦୁଇ ମୃତ ଜଣେ ଗୁରୁତର।

ମୋ ଟିଭି ଓଡିଶା / ସୋର : ୧୦/୦୮/୨୦୨୪

ବଜ୍ରାଘାତରେ ଦୁଇ ମୃତ ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ସୋର ଥାନା ଗୋପୀନାଥପୁର ପଞ୍ଚାୟତ ରାଇପିତାମ୍ବର ଗ୍ରାମରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ରେ ଦୁଇ ଜଣ ମୃତ୍ୟୁବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ମୃତକ ମାନେ ହେଲେ ବସନ୍ତ ଦାସ, ନରେନ୍ଦ୍ର ବିଶ୍ୱାଳ ଓ ଆହତ ଜଣଙ୍କ ହେଲେ ସେହି ଗ୍ରାମର ସୁରେନ୍ଦ୍ର ସାହୁ। ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ କୁ ମୃତ ଘୋଷଣା କରିଥିବା ବେଳେ ସୁରେନ୍ଦ୍ରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସୋର ଡାକ୍ତରଖାନା ରେ ସୋର ବିଧାୟକ ମାଧବ ଧଡ଼ା, ବ୍ଲକ ଅଧ୍ୟକ୍ଷ ଅନୁସୟା ମାଲିକ, ଉପାଧ୍ୟକ୍ଷ ଭ୍ରମରବର ନାୟକ ପହଁଚି ଆହତ ସୁରେନ୍ଦ୍ର ଙ୍କ ଅବସ୍ଥା ପଚାରି ବୁଝିବା ସହ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଆଲୋଚନା କରିଛନ୍ତି ସୋର ପୋଲିସ ପହଁଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।