MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସାନ୍ଦୁଲ ନଦୀ ରେ ବୁଡି ଦୁଇ ଝିଅ ଙ୍କ ମୃତ୍ୟୁ।

କଳାହାଣ୍ଡି ( ମୋ ଟିଭି ଓଡିଶା ) :୧୫/୧୦


କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରା ରୋଡ଼ ପଞ୍ଚାୟତ ବିଲାଟ ର ସନ୍ତୋଷ ହରିଜନ ଙ୍କ ଝିଅ ରିଙ୍କି ହରିଜନ (୧୭) ଓ ସୋନୁ ଦୁର୍ଗା ଙ୍କ ଝିଅ ନେହା ଦୁର୍ଗା (୧୯) ଗାଁ ନିକଟସ୍ଥ ସାନ୍ଦୁଲ ନଦୀକୁ ଗାଧୋଇକୁ ଯାଇ ନଦୀରେ ବୁଡ଼ି ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣା ପଡିଛି l

ଘଟଣା ସ୍ଥଳରେ କିଛି ଲୋକ ଏନେଇ ନର୍ଲା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଙ୍କୁ ଖବର ଦେବାପରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦୁଇ ଝିଅ ଙ୍କ ମୃତ ଶରୀରକୁ ଉଦ୍ଧାର କରି ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତରିତ କରିଥିଲେ।ତେବେ ଏହି ଘଟଣା ପରେ ସମଗ୍ର ଅଞ୍ଚଳ ରେ ଶୋକ ର ଛାୟା ଖେଳିଯାଇଛି।

ରିପୋର୍ଟ–ସନତ ପ୍ରଧାନୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।