MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୋଖରୀ ରେ ବୁଡି ଦୁଇ ଭଉଣୀ ମୃତ.


ମୋ ଟିଭି ଓଡିଶା / ସୋର :  ୦୯/୧୦/୨୪


ସୋର ଥାନା ଖରାସାହାପୁର ଗ୍ରାମର ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି।

ଏହି ଗ୍ରାମର ମାନସ ବେହେରାଙ୍କ ଦୁଇ ଝିଅ ରାଜଲକ୍ଷ୍ମୀ ଏବଂ ଭାଗ୍ୟଲକ୍ଷ୍ମୀ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବା ବେଳେ ଉଭୟଙ୍କ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଭୟଙ୍କୁ ଉଦ୍ଧାର କରି ସୋର ମେଡିକାଲକୁ ଆଣିଥିଲେ।

ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ସୋର ପୁଲିସ ମେଡିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ରଖିଛି। ଦୁଇ ଭଉଣୀ ଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ସମଗ୍ର ଅଞ୍ଚଳ ରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।