ମୋ ଟିଭି ଓଡିଶା / ଭୁବନେଶ୍ୱର :
ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ । ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଭୁବନେଶ୍ୱରରେ ପହଞ୍ଚିବା ପରେ କହିଛନ୍ତି । ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।