MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧର୍ମଗଡ ଠାରେ ଭାରତୀୟ ଜନତା ପାର୍ଟି ର ବିଜୟ ସଂକଳ୍ପ ଅଭିଯାନ ଯାତ୍ରା ଓ ସାଧାରଣ ସଭା।ଯୋଗଦେଲେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ୟାଦବ….

ମୋଟିଭି ଓଡିଶା : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ହୋଟେଲ୍ ରାଜ ସଭାଗୃହ ଠାରେ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ୟାଦବ ଯୋଗ ଦେଇଥିଵା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ର ଵିଧାୟକ ପ୍ରାର୍ଥୀ ସୁଧୀର ରଞ୍ଜନ ପାଟଯୋଷୀ, ପୂର୍ବତନ ଜିଲ୍ଲା ସଭାପତି ଧନଞ୍ଜୟ ପାତ୍ର, ନିର୍ବାଚନ ମଣ୍ଡଳୀ ର ପ୍ରଭାରୀ ସତ୍ୟ ନାରାୟଣ ଵେହେରା, ସଂଯୋଜକ ମନିନ୍ଦ୍ର ଭୁଷଣ ପାତ୍ର, ଜିଲ୍ଲା ଉପସଭାପତି ଲକ୍ଷ୍ମୀକାନ୍ତ ବାଗ, ଧର୍ମଗଡ଼ ନଗର ପାଳ ଅଶୋକ ମହାନ୍ତି, ନଗର ସଭାପତି ହରେକୃଷ୍ଣ ପଣ୍ଡା, ଖଇରପଦର ମଣ୍ଡଳ ପ୍ରଭାରୀ ଟିକେ ମଣି ସା, ଟିପିଗୁଡା ମଣ୍ଡଳ ପ୍ରଭାରୀ ଜନ୍ମେଜୟ ନାଏକ, ଜଗନ୍ନାଥ ପାଣିଗ୍ରାହୀ (ଛତିଶଗଡ଼) ଉକ୍ତ ସଭାରେ ମଞ୍ଚାସିନ ଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।