MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ , ସେ ନେଇ ହଟିବ ସସ୍‌ପେନ୍ସ। ବିଜେପି

ମୋଟିଭି ଓଡିଶା : ୧୧/୦୬

ଖୁବ୍ ଶୀଘ୍ର ରାଜ୍ୟକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ। ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଆଜି ଓଡିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଥଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବ। 

ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ , ସେ ନେଇ ହଟିବ ସସ୍‌ପେନ୍ସ। ବିଜେପି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିପାରେ। ତେବେ ବିଧାୟକଙ୍କ ମଧ୍ୟରୁ କାହା ନାଁରେ ମୋହର ବାଜିବ ତାକୁ ନେଇ କଳ୍ପନା ଯଳ୍ପନା ଲାଗିରହିଛି। ବିଧାୟକ ସୁରେଶ ପୂଜାରୀ ଏବଂ ରାଜ୍ୟ ସଭାପତି ମନମୋହଲ ସାମଲଙ୍କ ନାଁ ଚର୍ଚ୍ଚାରେ ସବୁଠୁ ଆଗରେ ରହିଛି। ଏହାସହ ଉପମୁଖ୍ୟମନ୍ତ୍ରୀ ଆସନରେ ବି ବିଧାୟକ ମୋହନ ଚରଣ ମାଝି ଏବଂ ଜୟନାରାୟଣ ମିଶ୍ରଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗିରହିଛି। କେବଳ ବିଜେପି ନେତା ଓ କର୍ମୀ ନୁହଁନ୍ତି । ସାରା ରାଜ୍ୟବାସୀ  ଏ ବିଷୟରେ ଜାଣିବା ପାଇଁ ଚାହିଁ ବସିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।