February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ।


ମୋ ଟିଭି ଓଡିଶା / ଖୋର୍ଦ୍ଧା :

୧୬ନମ୍ବର ଜାତୀୟ ରାଜପଥ ଜଂକିଆ ଠାରେ ଦୁର୍ଘଟଣା।ଟ୍ରକ ଦୁର୍ଘଟଣାରେ ମହିଳାଙ୍କ ମୃତ୍ୟୁ। ମୃତକ ଜଣଙ୍କ ରଣପୁର ଥାନା ଅନ୍ତର୍ଗତ କଂଙ୍କିଆ ବରମୂଳ ଗ୍ରାମର ବୀଣା ପରିଡା।

ସୂତନାରୁ ଜଣାପଡିଛି ମୃତକ ଜଣଙ୍କ ତାଙ୍କ ଝିଅ ଘର କୁରାଢମଲ ଗ୍ରାମକୁ ଯାଇଥିଲେ।ସେ ବସ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ।ମୃତକ ଜଣଙ୍କ ଜଂକିଆ ଠାରେ ଓହ୍ଲାଇ ରାସ୍ତା ପାର ହେଉଥିବା ବେଳେ ରାମେଶ୍ୱର ପଟୁ ଖୋର୍ଦ୍ଧା ପଟକୁ ଆସୁଥିବା ଏକ ଟ୍ରକ ମହିଳା ଜଣଙ୍କୁ ଧକ୍କା ଦେଇଥିଲା।

ଘଟଣା ସ୍ଥଳରେ ମହିଳା ଜଣଙ୍କର ମୃତ୍ୟୁ ଘଟିଛି।ଘଟଣା ସ୍ଥଳରେ ଜଂକିଆ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ଖୋର୍ଦ୍ଧା ମେଡ଼ିକାଲ କୁ ପଠାଇଛି ଏବଂ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ଡ୍ରାଇଭର କୁ ଥାନାରେ ଅଟକ ରଖି ତଦନ୍ତ କରୁଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।