February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାଟଣା ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର ମହିଳା ସମାବେଶ

ମୋଟିଭି ଓଡିଶା : ୧୫/୦୫ : କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ରାଜନଗର ଗ୍ରାମପଞ୍ଚାୟତର ରାଜନଗର ଠାରେ ବିଜୁ ମହିଳା ଜନତା ଦଳ ତରଫରୁ ଏକ ମହିଳା ସମାବେଶର ଆୟୋଜନ କରାଯାଇଥିଲା l ଏଥିରେ ବିଜୁ ଜନତା ଦଳର ମହିଳା ସଭାପତି ମହିମା ରାଉତଙ୍କ ନେତୃତ୍ୱରେ ବିଜୁଜନତା ଦଳକୁ କେମିତି ସୁଦୃଢ କରାଯିବ ଏବଂ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଏବଂ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବା ସେହି ବିଷୟରେ ଆଲୋଚନା ହୋଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ ପାଟଣା ବ୍ଲକ ଅଧକ୍ଷା ସୁକାନ୍ତି ନାଏକ ଏବଂ ବିଜୁଜନତା ଦଳ ର ମହିଳା ସଭାପତି ସୁକାନ୍ତି ମହାନ୍ତ ଯୋଗ ଦେଇ ବିଜୁମହିଳା ଜନତା ଦଳର କର୍ମକର୍ତ୍ତାଙ୍କୁ ଦୁଇଟି ଶଙ୍ଖରେ ଭୋଟ ଦେଇ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଜୟଯୁକ୍ତ କରିବାକୁ ଆହ୍ୱାନ ଦେଇଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।