MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଏଡ଼ସ ଦିବସ ପାଳିତ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଏଡ୍ସ ଦିବସ ପାଳିତ ହୋଇଯାଇଛି।

ଉକ୍ତ ସଭାରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ତଥା ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ବିବେକାନନ୍ଦ ମଲାଣ କାଉନସେଲର ଦଣ୍ଡପାଣି ଭୂୟାଁ, ଅଧ୍ୟାପକ ଦୁଷ୍ମନ୍ତ ଶବର, କ୍ରୀଡା ପ୍ରଶିକ୍ଷକ ଗଙ୍ଗାଧର ପଣ୍ଡା ପ୍ରମୁଖ ଯୋଗ ଦେଇ ଦିବସର ତାତ୍ପର୍ଯ୍ୟ ବୁଝାଇ ଥିଲେ ।

ସ୍ଵେଚ୍ଛାସେବୀ ମାନେ ନିଜନିଜର ସନ୍ଦେହ ମୋଚନ ବିଷୟ ବିଶାରଦଙ୍କ ଦ୍ଵାରା କରାଇଥିଲେ।

ଏଥିରେ +୨ ଓ +୩ କଳା ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।