କଳାହାଣ୍ଡି ( ମୋ ଟିଭି ଓଡିଶା ) : ୨୧/୧୦
ରିପୋର୍ଟ—ସନତ କୁମାର ପ୍ରଧାନୀ
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଠାରେ ବିରାଜିତ ପ୍ରଭୁ ବୁଢ଼ାରଜା ଙ୍କ ବାର୍ଷିକ ଦଶରା ଅବସରରେ ଶନିବାର ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମ ରେ ଅଧ୍ୟାପକ, ଲେଖକ, ସ୍ତମ୍ଭକାର କୋକସରା ବ୍ଲକ ଗଡରାମାଲ ଗ୍ରାମ ର ମୋହନ ଚରଣ ବିଶି ଙ୍କୁ ତାଙ୍କ ଉଲ୍ଲେଖନୀୟ ସେବା ଓ ପାଇଁ ବୁଢ଼ାରଜା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେସୁଧିର ରଞ୍ଜନ ପଟ୍ଟଯୋଶୀ, ମୁଖ୍ୟ ବକ୍ତା ବିଶିଷ୍ଟ ସାହିତ୍ୟ ଗବେଷକ ପରମେଶ୍ବର ମୁଣ୍ଡ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜିବ କୁମାର ଅଗ୍ରୱାଲ, ଯୁବକବି ଋତୁରାଜ ମାଝୀ,ଅନୁଷ୍ଠାନର ସଭାପତି ଶ୍ରୀ କୁମୁଦ ଚନ୍ଦ୍ର ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।